Odisha Latest News, Breaking News Odisha, Odisha Current Headlines, Odisha News Online

କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟ୍ କୁ ଭାରତର ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର: କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟକୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ରାଙ୍କିଙ୍ଗ ପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ କିଟକୁ ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି । କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନକୁ ବିଭିନ୍ନ ମାନଦଣ୍ଡରେ ମାନ୍ୟତା ପ୍ରଦାନ କରିଥାନ୍ତି। କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗ ‘ଷ୍ଟାର’ ମାନ୍ୟତା ମଧ୍ୟ […]

Leave A Reply

Your email address will not be published.