Odisha Latest News, Breaking News Odisha, Odisha Current Headlines, Odisha News Online

ନବମ, ଏକାଦଶ ପିଲାଙ୍କ କ୍ଲାସ୍ ବାତିଲ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି । ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଗୁଡ଼ିକୁ ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହା ଲାଗୁ ହେବ । ହଷ୍ଟେଲ୍ ରେ ରହୁଥିବା ନବମ ଓ ଏକାଦଶ ପିଲାମାନେ ତୁରନ୍ତ ଘରକୁ ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ଦଶମ […]

Leave A Reply

Your email address will not be published.