Odisha Latest News, Breaking News Odisha, Odisha Current Headlines, Odisha News Online

ବିଜୁ ବାବୁଙ୍କ ପ୍ରେରଣା ସବୁବେଳେ ଆମକୁ ଉଦବୁଦ୍ଧ କରୁଥିବ

ଭୁବନେଶ୍ୱର: ଭାରତବର୍ଷ ମୁକ୍ତି ଆନ୍ଦୋଳନର ଅନନ୍ୟ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୪ତମ ପବିତ୍ର ଶ୍ରାଦ୍ଧ ଦିବସ ଆଜି ରାଜ୍ୟବ୍ୟାପୀ ପାଳିତ ହୋଇଥିଲା । ବିଜେଡ଼ି ରାଜ୍ୟ କାର୍ଯ୍ୟାଳୟରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା, ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ, ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବିଧାୟକ ସର୍ବଶ୍ରୀ ପ୍ରଫୁଲ୍ଲ ସାମଲ, ଅନନ୍ତ ନାରାୟଣ […]

Leave A Reply

Your email address will not be published.