Odisha Latest News, Breaking News Odisha, Odisha Current Headlines, Odisha News Online

ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର: ଯଶସ୍ୱୀ ସାରସ୍ୱତ ସାଧକ ସ୍ୱର୍ଗତ ମନୋଜ ଦାସଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ସ୍ମୃତିକୁ ସାଇତି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେତୋଟି ବଡ଼ ନିଷ୍ପତ୍ତି ନେଇଛନ୍ତି । # ସ୍ୱର୍ଗତ ଦାସଙ୍କ ସ୍ମୃତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯିବ । ପୁରସ୍କାର ରାଶି ବାବଦକୁ […]

Leave A Reply

Your email address will not be published.