ଭୁବନେଶ୍ୱର: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ । ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ରାଜଭବନଠାରେ ଉନ୍ମୋଚନ କରି ଏହା କହିଛନ୍ତି ଭାରତର ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡୁ । ଆମେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନୀ ପଢ଼ିଛୁ ମାତ୍ର ଜଣେ ମାଆଙ୍କ ଜୀବନୀ ଲେଖାଯିବା ନିଶ୍ଚିତ ଭାବେ ସ୍ୱତନ୍ତ୍ର ଓ ପ୍ରେରଣାଦାୟୀ ବୋଲି ଉପରାଷ୍ଟ୍ରପତି କହିଥିଲେ । କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ […]