Odisha Latest News, Breaking News Odisha, Odisha Current Headlines, Odisha News Online

ମେ’ ୧ ରୁ ସମସ୍ତଙ୍କୁ ଟିକା

ନୂଆଦିଲ୍ଲୀ/ଭୁୁବନେଶ୍ୱର: ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଉଦ୍ଧ୍ୱର୍ ସମସ୍ତଙ୍କୁ ମିଳିବ କରୋନା ଟିକା । ଟିକାକରଣର ତୃତୀୟ ପର୍ଯ୍ୟାୟରେ କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି । ଆଜି ଡାକ୍ତରମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ଏହି ନିଷ୍ପତ୍ତି ଘୋଷଣା ହୋଇଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଣିକି ଟିକା ବଜାରରେ ଉପଲବ୍ଧ ହେବ । ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି […]

Leave A Reply

Your email address will not be published.