Odisha Latest News, Breaking News Odisha, Odisha Current Headlines, Odisha News Online

ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ୱର: ଶ୍ରୀ ଲିଙ୍ଗରାଜ ମନ୍ଦିରର ୪ ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହେଲା ପରେ ମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ବିଏମସି ପକ୍ଷରୁ ଆଜି ଏହି ପଦକ୍ଷେପ ନିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଭକ୍ତମାନେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି କୁହାଯାଇଛି । ତେବେ ଠାକୁରଙ୍କ ନୀତିକାନ୍ତି ବନ୍ଦ ହେବ ନାହିଁ । ପୂର୍ବଭଳି ସେବାୟତମାନେ ନୀତିକାନ୍ତି କାର୍ଯ୍ୟ କରିବେ । ଅଶୋକାଷ୍ଟମୀ ରୁକୁଣା ରଥଯାତ୍ରା ପୂର୍ବରୁ […]

Leave A Reply

Your email address will not be published.